ଦିଗପହଣ୍ଡି ( ଦ କୁଇଭର ):- ଗଞ୍ଜାମ ଜିଲ୍ଲା ଦିଗପହଣ୍ଡିରେ ଝାଡ଼ାବାନ୍ତିରେ ୩ ଜଣଙ୍କ ମୃତ୍ୟୁ ଘଟଣା କୁ ନେଇ ଦାମପୁର ଗାଁରେ ବିଜେଡିର ତଥ୍ୟ ଅନୁସନ୍ଧାନକାରୀ ଟିମ ମାନ୍ୟବର ପୂର୍ବତନ ମନ୍ତ୍ରୀ ସଞ୍ଜୟ କୁମାର ଦାଶ ବୁର୍ମାଙ୍କ ନେତୃତ୍ୱରେ ବିଜୁ ଜନତା ଦଳର ଜିଲ୍ଲା ସଭାପତି ଡ଼ା ରମେଶ ଚନ୍ଦ୍ର ଚ୍ୟାଉପଟ୍ଟନାୟକ, ବ୍ରହ୍ମପୁର ମେୟର ସଂଘମିତ୍ରା ଦଳାଇ, ଗଞ୍ଜାମ ଜିଲ୍ଲା ପରିଷଦ ଅଧକ୍ଷ୍ୟ ଶ୍ରୀଯୁକ୍ତ ଅଞ୍ଜଳି ସ୍ୱାଇଁ, ବ୍ରହ୍ମପୁର ପୂର୍ବତନ ସାଂସଦ ଚନ୍ଦ୍ର ଶେଖର ସାହୁ, ପୂର୍ବତନ ବିଧାୟକ ବିକ୍ରମ କୁମାର ପଣ୍ଡା, ପୂର୍ବତନ ଛତ୍ରପୁର ବିଧାୟକ ସୁବାଷ ବେହେରା, ପୂର୍ବତନ ପୋଲସରା ବିଧାୟକ ଶ୍ରୀକାନ୍ତ ସାହୁ, ପୂର୍ବତନ ସୋରଡ଼ା ବିଧାୟକ ପୂର୍ଣ୍ଣ ଚନ୍ଦ୍ର ସ୍ୱାଇଁ, ପୂର୍ବତନ ସାନଖେମୁଣ୍ଡି ବିଧାୟିକା ନନ୍ଦିନୀ ଦେବୀ,ପୂର୍ବତନ କବିସୂର୍ଯ୍ୟନଗର ବିଧାୟିକା ଲତିକା ପ୍ରଧାନ,ଆସିକା ବିଜେଡି ସାଂସଦ ପାର୍ଥି ରଞ୍ଜିତା ସାହୁ, ବିଜେଡି ମୁଖପାତ୍ର ତୁମ୍ଭନାଥ ପଣ୍ଡା, ବରିଷ୍ଠ ବିଜେଡି ନେତା ଦୁର୍ଗା ପଣ୍ଡା ଏବଂ ବିଜୁ ଜନତା ଦଳ ସାନଖେମୁଣ୍ଡିର ସମସ୍ତ ଯୁବ ଛାତ୍ର ଏବଂ ସ୍ଥାନୀୟ ସରପଞ୍ଚ ଏବଂ ନେତୃତ୍ୱ ଉପସ୍ଥିତ ଥିଲେ ।